Masthead

ପାରା ମେଡିକାଲ ଷ୍ଟାଫଙ୍କ ପଦଯାତ୍ରା: ପୋଲିସ ସହ ମୁହାଁମୁହିଁ

ପିପିଲି (ବଡ଼ ଖବର ବ୍ୟୁରୋ): ପାରା ମେଡିକାଲ ଷ୍ଟାଫଙ୍କ ପଦଯାତ୍ରା । ନବୀନ ନିବାସ ଅଭିମୁଖେ ଯାଉଥିବା ବେଳେ ଉତ୍ତରା ପାଖରେ ଅଟକାଇଲା ପୋଲିସ । କର୍ମଚାରୀ ପୋଲିସ ମୁହାଁମୁହିଁ ହୋଇଛନ୍ତି । ପାରା ମେଡିକାଲ୍ ଷ୍ଟାପ୍ ପଦଯାତ୍ରାରେ ଚତୁର୍ଥ ଦିନରେ ନବୀନ ନିବାସ ଅଭିମୁଖେ ଯାଉଥିଲେ ।

ତେବେ ଉତ୍ତରା ନିକଟରେ ପୋଲିସ ଆଗକୁ ନଯିବାକୁ ଅଟକାଇଥିଲା । କିନ୍ତୁ କର୍ମଚାରୀ ବାରଣକୁ ପ୍ରତିହତ କରି ଆଗକୁ ବଢିବାକୁ ଚହୁଁଥିବା ବେଳେ କର୍ମଚାରୀ ଓ ପୋଲିସ ମୁହାଁମୁହିଁ ପରିସ୍ଥିତି ଉପୁଜିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା