Masthead

ତେଲ ଟ୍ୟାଙ୍କରରେ ଲାଗିଲା ନିଆଁ

ପାରାଦୀପ (ବଡ଼ ଖବର ବ୍ୟୁରୋ): ବିପିସିଏଲ ତୈଳ ଟର୍ମିନାଲରେ ଅଘଟଣ। ଗେଟ ନିକଟରେ ଥିବା ତେଲ ଟ୍ୟାଙ୍କରରେ ଲାଗିଲା ନିଆଁ। ନିଆଁକୁ ଆୟତ୍ତ କଲେ ବନ୍ଦର ଅଗ୍ନିଶମ ବିଭାଗ ଓ କୁଜଙ୍ଗ ଅଗ୍ନିଶମ ବିଭାଗ । ତିନୋଟି ତେଲ ଟ୍ୟାଙ୍କର କ୍ଷତିଗ୍ରସ୍ତ ହୋଇଥିବା ସୂଚନା । ଗାଡିରେ ଥିବା ବେଟ୍ରିରୁ ସର୍ଟସର୍କିଟ ହୋଇ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ