Masthead

ଚା’ରେ ନିଶା ଦେଇ ଲୁଟ ଉଦ୍ୟମ

ପାରାଦୀପ (ବଡ଼ ଖବର ବ୍ୟୁରୋ): ବସ ଡ୍ରାଇଭର, ହେଲପର ଓ କଣ୍ଡକ୍ଟରଙ୍କୁ ନିଶା ଦେଇ ଲୁଟ୍। ପାରାଦୀପ ବସଷ୍ଟାଣ୍ଡରେ ଘଟିଛି ଘଟଣା । ତ୍ରିଦେବୀ ବସର ଦୁଇଜଣ ଡ୍ରାଇଭର, ଜଣେ କଣ୍ଡକ୍ଟର ଓ ଜଣେ ହେଲପରଙ୍କ ଠାରୁ ଲୁଟ୍ ହୋଇଛି । ଚା’ରେ ନିଶା ଦେଇ ଲୁଟ କରିଥିବା ସୂଚନା । ଗୁରୁତର ୪ ଜଣଙ୍କୁ ପ୍ରଥମେ ଅଠରବାଙ୍କି ଓ ପରେ ଜଗତସିଂହପୁର ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ