Masthead

ବିଜେଡିର ମହା ମିଶ୍ରଣ ପର୍ବ

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦୀପ ନିର୍ବାଚନମଣ୍ଡଳିରେ ଆହୁରି ଶକ୍ତିଶାଳୀ ହୋଇଛି ବିଜେଡି। ପାରାଦ୍ଵୀପ ଗଡ ପଞ୍ଚାୟତର ପାଖାପାଖି ୭୦୦ କଂଗ୍ରେସ ଓ ବିଜେପି କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି । ବିଜେଡିରେ ସାମିଲ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ମୁଖ୍ୟମନ୍ତ୍ରୀ କରିବା ପାଇଁ ଶପଥ ନେଇଛନ୍ତି କର୍ମୀ। ବିଜେଡି ପାରାଦୀପ ନିର୍ବାଚନମଣ୍ଡଳିର ପ୍ରଚାର କମିଟି ଅଧ୍ୟକ୍ଷ ରଘୁ ସାହୁ ଓ ଶ୍ରମିକ ନେତା ବାପି ସାର୍ଖେଲଙ୍କ ଉପସ୍ଥିତିରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେମାନେ ସାମିଲ ହୋଇଛନ୍ତି। କଂଗ୍ରେସ ନେତା ସେଖ୍ ବସିର ଅଲ୍ଲୀଙ୍କ ନେତୃତ୍ବରେ ଏହି କଂଗ୍ରେସ କର୍ମୀ ଓ ବିଜେପି କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି।

ଏକ ବିଶାଳ ବାଇକ ରାଲିରେ ପାରାଦୀପ ଗଡ ପରିକ୍ରମା କରିବା ସହିତ ସେମାନେ ଦଳରେ ସାମିଲ ହୋଇଥିଲେ। ଏହି ମିଶ୍ରଣ ପର୍ବରେ କୁଜଙ୍ଗ ବ୍ଲକର ବିଜେଡି କର୍ଯ୍ୟକାରୀ ସଭାପତି ସୁଢଳ ସ୍ବାଇଁ, ମହିଳା ନେତ୍ରୀ ସ୍ନେହଲତା ପ୍ରଧାନ, ବିଜେଡି ଜିଲ୍ଲା ଉପସଭାପତି ମନୀନ୍ଦ୍ର ଗୁରୁ , ପାରାଦ୍ଵୀପ ଗଡ ପଞ୍ଚାୟତ ର ସମିତି ସଭ୍ୟା ଅରବିନ୍ଦା ତରାଇ, ପୂର୍ବତନ ସରପଞ୍ଚ ମିହିର ରଞ୍ଜନ ସାହୁ ପ୍ରମୁଖ ଏହି ମିଶ୍ରଣ ସଭାରେ ସାମିଲ ହେବା ସହିତ ସେମାନଙ୍କୁ ଦଳକୁ ସ୍ବାଗତ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା