Masthead

ହଠାତ ନଦୀକୁ ଡେଇଁ ପଡିଲେ ଯୁବକ

ପାରାଦୀପ (ବଡ଼ ଖବର ବ୍ୟୁରୋ): ହଠାତ ନଦୀକୁ ଡେଇଁ ପଡିଲେ ଯୁବକ। ଦୀର୍ଘ ସମୟ ଧରି ଭିଡିଓ କଲରେ କଥା ହେଉଥିଲେ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ପାରାଦୀପ ଅଠରବାଙ୍କି କାଉଡିଆ ନଦୀରେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତନାଘନା କରୁଛି । ସେପଟେ ପୋଲ ନିକଟରେ ଥିବା ମୋବାଇଲ ଓ ସାର୍ଟକୁ ନେଇଛି ପୋଲିସ। ଅଗ୍ନିଶମ ବିଭାଗ ପକ୍ଷରୁ ପାଣିରେ ଚାଲିଛି ଖୋଜା ଖୋଜି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି