Masthead

ଶୋଷଣରେ ଆଇଓସିଏଲର ଶ୍ରମିକ

ପାରାଦୀପ(ବଡ଼ ଖବର ବ୍ୟୁରୋ): ଆଇଓସିଏଲର କିଛି ଅଫିସର ଓ ଠିକାଦାରଙ୍କ ଏକଚାଟିଆ କାରବାର ଯୋଗୁଁ ଶୋଷଣ ହେଉଛନ୍ତି ଶ୍ରମିକ । ଶ୍ରମିକମାନଙ୍କୁ ସର୍ବନିମ୍ନ ମୌଳିକ ସୁବିଧା ଯୋଗାଇ ଦିଆଯାଉନାହିଁ ।କମ୍ପାନୀ କର୍ତ୍ତୃପକ୍ଷ ମଧ୍ୟ ଲିଖିତ ଚୁକ୍ତିନାମାକୁ ପୂରଣ କରୁନାହାନ୍ତି । ଏହାକୁ ବିରୋଧ କରିଛି ପାରାଦୀପ ଏରସମା ଇଣ୍ଡଷ୍ଟ୍ରିଆଲ ୱାକର୍ସ ୟୁନିୟନ । ଆସନ୍ତାକାଲି ଠାରୁ କଳାପତକା ପଦର୍ଶନ କରିବେ ଶ୍ରମିକ । କମ୍ପାନୀର ପୁରୁଣା ଶ୍ରମିକ ବିଭିନ୍ନ ଦାବି ନେଇ କମ୍ପାନୀର କର୍ତ୍ତୃପକ୍ଷଙ୍କୁ ଲିଖିତ ପ୍ରତିଶ୍ରୁତି ଦେଇଥିଲେ । ଯାହା ପାଳନ କରାଯାଇ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା