Masthead

ଆଜିଠୁ ପାରାଅଲିମ୍ପିକ୍ସ

(ବଡ଼ ଖବର ବ୍ୟୁରୋ): ମଙ୍ଗଳବାରଠୁ ଟୋକିଓରେ ୨୦୨୦ ପାରାଅଲିମ୍ପିକ୍ସ । ଆଜିଠାରୁ ସେପ୍ଟମ୍ବର ୫ ପର୍ୟ୍ୟନ୍ତ ଚାଲିବ ଟୋକିଓ ପାରାଅଲିମ୍ପିକ୍ସ । କୋଭିଡ ମହାମାରୀ ପାଇଁ କଡା ସୁରକ୍ଷା ଭିତରେ ଆୟୋଜିତ ହୋଇଛି ପାରାଅଲିମ୍ପିକ୍ସ । ଏଥିରେ ୧୬୩ଟି ଦେଶରୁ ପ୍ରାୟ ୪୫୩୭ ଆଥଲେଟ ଭାଗ ନେବେ । ୨୨ଟି କ୍ରୀଡାର ୫୩୯ଟି ଇଭେଣ୍ଟରେ ଅଂଶଗ୍ରହଣ କରିବେ କ୍ରୀଡାବିତ । ପାରାଅଲିମ୍ପିକ୍ସରେ ଭାରତ ଉନ୍ନତ ପ୍ରଦର୍ଶନ କରିବାକୁ ଲକ୍ଷ୍ୟ ରଖିଛି ।

ପାରାଅଲିମ୍ପିକ୍ସରେ ଭାରତରୁ ସବୁଠାରୁ ଅଧିକ ୫୪ ଜଣ ଆଥଲେଟ ଭାଗ ନେଇଛନ୍ତି । ଏଥର ଭାରତ ଅଧିକ ପଦକ ଜିତିବ ବୋଲି ଆଶା କରାଯାଉଛି । ଭାରତୀୟ ପାରଅଲିମ୍ପିକ୍ସ ଦଳରେ ଜାଭଲିନ ଥ୍ରୋଓର ଦେବେନ୍ଦ୍ର ଝାଝାରିଆ ଓ ହାଇଜମ୍ପର ମାରିୟାପ୍ପାନ ଥାଙ୍ଗାଭେଲୁଙ୍କ ଭଳି ଷ୍ଟାର ଆଥଲେଟ ରହିଛନ୍ତି । ୨୦୧୬ ରିଓ ଅଲିମ୍ପିକ୍ସର ଏହି ଦୁଇ ସ୍ବର୍ଣ୍ଣ ପଦକ ବିଜେତା ଭାରତୀୟ ଦଳର ନେତୃତ୍ବ ନେବେ । ଭାରତ ଅତିକମରେ ୧୫ଟି ପଦକ ଜିତିବାକୁ ଆଶା ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ