Masthead

ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ଅଭିଭାବକ ମହାସଂଘ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ସ୍କୁଲ ଆଗରେ ଧାରଣା ଦେବ ଅଭିଭାବକ ମହାସଂଘ । ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ଯୋଗୁଁ ପାଠପଢା ପ୍ରଭାବିତ ହେଉଛି । ପ୍ରାଥମିକ ଶିକ୍ଷକ ଆନ୍ଦୋଳନକୁ ୧୦ ଦିନ ବିତିଥିଲେ ଏ ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନିଆଯାଇନାହିଁ । ନିଜ ଜିଦରେ ଅଟଳ ରହିଛନ୍ତି ପ୍ରାଥମିକ ଶିକ୍ଷକ । ଦାବି ପୂରଣ ନହେବା ପର୍ଯ୍ୟନ୍ତ କୌଣସି ପରିସ୍ଥିତିରେ ଶିକ୍ଷକମାନେ ଆନ୍ଦୋଳନରୁ ଓହରିବେ ନାହିଁ ବୋଲି ଚେତାବନୀ ଦେଇଛନ୍ତି । ତେବେ ଏହି ଆନ୍ଦୋଳନ ଯୋଗୁଁ ପିଲାଙ୍କ ପାଠପଢା ପ୍ରଭାବିତ ହେଉଛି । ଏହାକୁ ନେଇ ଓଡ଼ିଶା ଅଭିଭାବକ ମହାସଂଘ ଉଦବେଗ ପ୍ରକାଶ କରିଛି ଏବଂ ଆଜିଠୁ ବିଦ୍ୟାଳୟ ଆଗରେ ଧାରଣାରେ ବସିବ ବୋଲି ନିଷ୍ପତ୍ତି ନେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି