Masthead

ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ଅଭିଭାବକ ମହାସଂଘ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ସ୍କୁଲ ଆଗରେ ଧାରଣା ଦେବ ଅଭିଭାବକ ମହାସଂଘ । ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ଯୋଗୁଁ ପାଠପଢା ପ୍ରଭାବିତ ହେଉଛି । ପ୍ରାଥମିକ ଶିକ୍ଷକ ଆନ୍ଦୋଳନକୁ ୧୦ ଦିନ ବିତିଥିଲେ ଏ ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନିଆଯାଇନାହିଁ । ନିଜ ଜିଦରେ ଅଟଳ ରହିଛନ୍ତି ପ୍ରାଥମିକ ଶିକ୍ଷକ । ଦାବି ପୂରଣ ନହେବା ପର୍ଯ୍ୟନ୍ତ କୌଣସି ପରିସ୍ଥିତିରେ ଶିକ୍ଷକମାନେ ଆନ୍ଦୋଳନରୁ ଓହରିବେ ନାହିଁ ବୋଲି ଚେତାବନୀ ଦେଇଛନ୍ତି । ତେବେ ଏହି ଆନ୍ଦୋଳନ ଯୋଗୁଁ ପିଲାଙ୍କ ପାଠପଢା ପ୍ରଭାବିତ ହେଉଛି । ଏହାକୁ ନେଇ ଓଡ଼ିଶା ଅଭିଭାବକ ମହାସଂଘ ଉଦବେଗ ପ୍ରକାଶ କରିଛି ଏବଂ ଆଜିଠୁ ବିଦ୍ୟାଳୟ ଆଗରେ ଧାରଣାରେ ବସିବ ବୋଲି ନିଷ୍ପତ୍ତି ନେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ