Masthead

ଯଦୁପୁରରେ ପୁରନ୍ଦେଶ୍ୱରୀ

ଯଦୁପୁର (ବଡ଼ ଖବର ବ୍ୟୁରୋ): ମନ୍ତ୍ରୀ ଅରୁଣ ସାହୁ ଇସ୍ତଫା ଦିଅନ୍ତୁ । ଯଦି ସେ ନିଜେ ଇସ୍ତଫା ଦେଉନାହାନ୍ତି ତେବେ ତାହାକୁ ଇସ୍ତଫା ଦେବା ପାଇଁ ବାଧ୍ୟ କରନ୍ତୁ ବୋଲି ବିଜେପି ରାଜ୍ୟ ପ୍ରଭାରୀ ପୁରନ୍ଦେଶ୍ୱରୀ କହିଛନ୍ତି । ପରୀ ଗାଁ ଯଦୁପୁରକୁ ଯାଇ ସେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ପ୍ରଥମେ ସେ ପରୀ ବାପା ଓ ମାଆଙ୍କ ସହ ଆଲୋଚନା କରି ରାଜ୍ୟ ସରକାର ପରୀକୁ ନ୍ୟାୟ ଦିଅନ୍ତୁ ବୋଲି ଦାବି କରିଥିଲେ । ପରେ ପରୀକୁ ନ୍ୟାୟ ଦାବିରେ ନୟାଗଡ ଜିଲ୍ଲାପାଳଙ୍କ ଆଗରେ ଚାଲିଥିବା ଗଣଧାରଣାରେ ସାମିଲ ହୋଇଥିଲେ ପୁରନ୍ଦେଶ୍ୱରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ