Masthead

ପରିକ୍ରମା ପ୍ରକଳ୍ପ ଚାଲିଛି, ଭକ୍ତମାନେ ଆହତ ହେବେ: ପ୍ରମିଳା ମଲ୍ଲିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିର ୪ ଦ୍ଵାରା ଖୋଲା ପ୍ରସଙ୍ଗରେ ଉତ୍ତର ରଖିଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । କହିଛନ୍ତି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଚାଲିଛି । ଯଦି ଭକ୍ତ ମାନେ ୪ ଦ୍ଵାର ଦେଇ ଯିବେ ସେଥିରେ ଆହତ ହେବାର ସମ୍ଭାବନା ରହିଛି । ତେଣୁ ସଠିକ୍ ସମୟ ଆସିଲେ ନିଶ୍ଚୟ ୪ ଦ୍ଵାରା ଖୋଲା ଯିବ । ରାଜ୍ୟ ସରକାର କୌଣସି ଥିରେ ପ୍ରତିବନ୍ଧକ ହୋଇନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା