ସଂସଦକୁ ଅପମାନ କରୁଛନ୍ତି ପ୍ରଧାନମନ୍ତ୍ରୀ : ମଲ୍ଲିକାର୍ଜୁନ ଖଡ଼ଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ପ୍ରଧାନମନ୍ତ୍ରୀଙ୍କୁ କରିଛନ୍ତି କଡ଼ା ସମାଲୋଚନା । କହିଛନ୍ତି ପ୍ରଧାନମନ୍ତ୍ରୀ ମଣିପୁର ଉପରେ କିଛି କହୁନାହାନ୍ତି, କିନ୍ତୁ ରାଜସ୍ଥାନରେ ରାଜନୈତିକ ଭାଷଣ ଦେଉଛନ୍ତି। ଏପରି କରି ସେ ସଂସଦକୁ ଅପମାନିତ କରିଥିବା ଖାଡ଼ଗେ ଅଭିଯୋଗ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଗୃହ ଚାଲିଥିବାରୁ ଆମେ ଦାବି କରୁଛୁ ପ୍ରଧାନମନ୍ତ୍ରୀ ସେଠାକୁ ଆସି ବିବୃତ୍ତି ଦିଅନ୍ତୁ । କିନ୍ତୁ ସେ ରାଜସ୍ଥାନରେ ରାଜନୈତିକ ଭାଷଣ ଦେଉଛନ୍ତି । ନିର୍ବାଚନ ବିଷୟରେ କହୁଛନ୍ତି।

ସେ ସେଠାକୁ ଯାଇପାରୁଛନ୍ତି, ଅଧ ଘଣ୍ଟା ଧରି ଗୃହକୁ ଆସି ବିବୃତ୍ତି ଦେଇ ପାରିବେ ନାହିଁ କାହିଁକି? ଏହାର ଅର୍ଥ ସେମାନଙ୍କର କୌଣସି ଆଗ୍ରହ ନାହିଁ, ଗଣତନ୍ତ୍ର ଉପରେ ବିଶ୍ୱାସ ନାହିଁ। ଗଣତନ୍ତ୍ର ଏବଂ ସମ୍ବିଧାନର ସୁରକ୍ଷା କରିବାକୁ ପ୍ରଧାନମନ୍ତ୍ରୀ ଚାହୁଁ ନାହାଁନ୍ତି, ସେ ସଂସଦକୁ ଅପମାନ କରୁଛନ୍ତି। ଶାସକ ଦଳର ନେତାମାନେ ଗୃହରେ ହଙ୍ଗାମା ସୃଷ୍ଟି କରୁଛନ୍ତି, ମୋତେ କହିବାକୁ ଅନୁମତି ଦିଆଯାଇ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ