Masthead

ମଣିପୁର ନ୍ୟାୟ ଚାହୁଁଛି : ଗୌରବ ଗୋଗୋଇ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭାରେ ମୋଦି ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ଆରମ୍ଭ ହୋଇଛି। ଆଲୋଚନା ଆରମ୍ଭ କରି କଂଗ୍ରେସ ସାଂସଦ ଗୌରବ ଗୋଗୋଇ କହିଛନ୍ତି ଯେ ବାଚସ୍ପତିଙ୍କ କାର୍ଯ୍ୟାଳୟ ଭିତରେ ପ୍ରଧାନମନ୍ତ୍ରୀ ଯାହା କହିଛନ୍ତି ତାହା ଆମେ କହିବୁ କି? ଯାହାକୁ ନେଇ ଅମିତ ଶାହ ରାଗି ଯାଇଥିଲେ । କହିଛନ୍ତି ହଁ କହିବା ଦରକାର । ପରେ ଗୌରବ କହିଥିଲେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏକ ପ୍ରଶ୍ନ ପଚାରି କହିଥିଲେ “ମଣିପୁର ସମସ୍ତେ ଯାଇଥିଲେ କିନ୍ତୁ ପ୍ରଧାନମନ୍ତ୍ରୀ ମୋଦି କାହିଁକି ଯାଇନଥିଲେ?

ମଣିପୁର ପ୍ରସଙ୍ଗରେ କହିବା ପାଇଁ ତାଙ୍କୁ ୮୦ ଦିନ କାହିଁକି ଲାଗିଲା? ଆଉ ଯେତେବେଳେ କହିଲେ ମାତ୍ର ୩୦ ସେକେଣ୍ଡରେ ସାରିଦେଲେ । ଯାହା ପାଇଁ ଆମେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ବାଧ୍ୟ ହୋଇଛୁ । ଏହା କଦାପି ସଂଖ୍ୟା ବିଷୟରେ ନୁହେଁ ଏହା ମଣିପୁର ପାଇଁ ନ୍ୟାୟ ବିଷୟରେ ଥିଲା। ଇଣ୍ଡିଆ ମଣିପୁର ପାଇଁ ଏହି ସଂକଳ୍ପ ଆଣିଛି। ମଣିପୁର ନ୍ୟାୟ ଚାହୁଁଛି।”

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା