ଆଜି ଲୋକସଭାରେ ସରକାରଙ୍କୁ ଜୋରଦାର ଟାର୍ଗେଟ କରିବେ ରାହୁଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଅନାସ୍ଥା ପ୍ରସ୍ତାବୁ ନେଇ ଲୋକସଭାରେ ହେବ ଆଲୋଚନା । ସବୁଠୁ ବଡ଼ କଥା ହେଲା ୧୩୩ ପରେ ସାଂସଦ ରାହୁଲ ଗାନ୍ଧି ଆଜି ଲୋକସଭାରେ କେନ୍ଦ୍ର ସରକାରଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବରେ ଭାଗ ନେଇ ବର୍ଷିବେ । ଏହାସହ ମଣିପୁର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ବିବୃତି ଓ ଦୀର୍ଘ ଆଲୋଚନା ବିରୋଧୀ ଦାବି କରୁଥିବାବେଳେ ରାହୁଲଙ୍କ ଉପସ୍ଥିତି ଗୃହକୁ କରିବ ସରଗରମ । ହିଂସା ଜର୍ଜରିତ ମଣିପୁରକୁ ରାହୁଲ ଗସ୍ତ କରିଥିବାରୁ ସରକାରଙ୍କୁ କରିବେ ଜୋରଦାର ଟାର୍ଗେଟ ।

ଲୋକସଭାରେ ସରକାରଙ୍କ ବିରୋଧରେ ଆଣିଥିବା ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ଉପରେ ବିତର୍କ ଆଜି ଠାରୁ ହେବ । ଯାହାକୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି ଯେ ରାହୁଲ ଗାନ୍ଧୀ ମଙ୍ଗଳବାର ଦିନ ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ବିତର୍କର ନେତୃତ୍ୱ ନେଇପାରିବେ। ମୋଦି ସରନେମ ମାମଲାରେ ସଦସ୍ୟତା ହରାଇବା ପରେ ରାହୁଲ ପ୍ରଥମ ଥର ପାଇଁ ଲୋକସଭାରେ ଆଜି ଭାଷଣ ଦେବେ। ଚଳିତ ବର୍ଷ ଫେବୃଆରୀରେ ତାଙ୍କୁ ସଦସ୍ୟତା ହରାଇବାକୁ ପଡିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’