Masthead

ମନସୁନ ସେସନ୍: ସରକାରଙ୍କୁ ଘେରିବେ ବିରୋଧୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ସଂସଦର ମୌସୁମୀ ଅଧିବେଶନ । ନିର୍ବାଚନ ପୂର୍ବରୁ ପାର୍ଲାମେଂଟ ସେସନ୍ । ସରଗରମ ହେବ ସଂସଦର ମୌସୁମୀ ଅଧିବେଶନ । ବିରୋଧୀଙ୍କ ହାତରେ ଦରଦାମ ଅସ୍ତ୍ର ସହ ମଣିପୁର ହିଂସା ଓ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାର ଦୁରୂପଯୋଗ ପ୍ରସଙ୍ଗରେ ତାତିବ ପାର୍ଲାମେଂଟ । ସେପଟେ କାଉଂଟର କରିବାକୁ ବିଜେପି ମଧ୍ୟ ରଣନୀତି ପ୍ରସ୍ତୁତ କରିଛି । ବାହାରେ ଏନଡିଏକୁ ଟକ୍କର ଦେବ ଇଣ୍ଡିଆ ।

ଖାଲି ସେତିକି ନୁହେଁ ସଂସଦରେ ବି ପ୍ରତିଫଳିତ ହେବ ବିରୋଧୀ ଏକତା । ଅଣଏନଡିଏ ଦଳ ମିଶି ସରକାରଙ୍କୁ ଆଟାକ୍ । ସଂଖ୍ୟା ବଳରେ ଶାସକ ମୁହଁତୋଡ଼ ଜବାବ ଦେବ ବୋଲି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି । ଗୁରୁତ୍ୱପୂର୍ଣ୍ଣ ବିଲ ପାସ୍ କରିପାରନ୍ତି ସରକାର । ଅଧିବେଶନ ଆଜିଠୁ ଆରମ୍ଭ ହୋଇ ଅଗଷ୍ଟ ୧୧ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନରେ ୩୧ଟି ନୂଆ ବିଲ ପାରିତ ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ