Masthead

‘ପାର୍ଲାମେଣ୍ଟ ରାଷ୍ଟ୍ରପତି ଉଦଘାଟନ କରିବା ଉଚିତ, ପ୍ରଧାନମନ୍ତ୍ରୀ ନୁହନ୍ତି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିର, ଅର୍ଥାତ ସଂସଦର ନୂଆ ଭବନ ଏବେ ପୂରା ପ୍ରସ୍ତୁତ । ମେ’ ୨୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ନୂଆ ସଂସଦ ଭବନର ଉଦଘାଟନ ହେବ । ଏବେ ଏହାକୁ ନେଇ ଆରମ୍ଭ ହେଲାଣି ରାଜନୀତି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀଙ୍କୁ କରିଛନ୍ତି ଟାର୍ଗେଟ ।

ସେ କହିଛନ୍ତି ପାର୍ଲାମେଣ୍ଟ ବିଲଡିଂର ଉଦଘାଟନ ମହାମହିମ ରାଷ୍ଟ୍ରପତି କରିବା ଉଚିତ । ପ୍ରଧାନମନ୍ତ୍ରୀ ନୁହେଁ । ସେପଟେ ନବନିର୍ମିତ ସଂସଦ ଭବନରେ ଲୋକସଭାରେ ୮୮୮ ଓ ରାଜ୍ୟସଭାରେ ୩୮୪ ସଦସ୍ୟ ରହିବେ । ଉଭୟ ଗୃହର ମିଳିତ ଅଧିବେଶନ ଲୋକସଭା ଚେମ୍ବରରେ ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା