Masthead

ମୋଦିଙ୍କ ଉପରେ ଅସୁର ଶକ୍ତି ସବାର ହୋଇଛି: ଅଧୀର ରଞ୍ଜନ ଚୌଧୁରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ଏମପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ଅଧୀର ରଂଜନ ଚୌଧରୀ ନିଲମ୍ବନ ହେବା ପରେ ପ୍ରଧାନମନନ୍ତ୍ରୀ ମୋଦିଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ଅସୁର ଶକ୍ତି ସବାର ହୋଇଛିା ସେଥିପାଇଁ ସେ ଏହା କରୁଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା ବେଳେ କହିଛନ୍ତି ଯେ ଲୋକମାନେ ମୋଦିଙ୍କ ଅହଂକାର ଦେଖୁଛନ୍ତି । ସୋମବାର ପାର୍ଲାମେଣ୍ଟରେ କ’ଣ ଘଟିଛି ଲୋକମାନେ ଦେଖିଛନ୍ତି।

ଆମେ ମଧ୍ୟ ବଙ୍ଗାଲରେ ଯୁଦ୍ଧ କରୁଛୁ। ଆଗାମୀ ଦିନରେ ଭାରତରେ ମିଳିତ ମଞ୍ଚରେ କ’ଣ ଘଟିବ ତାହା ହାଇ କମାଣ୍ଡ ସ୍ଥିର କରିବେ। ସୂଚନାଯୋଗ୍ୟ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ରେ ରାଜ୍ୟ ସଭାରେ ୯୫ ଜଣ ଏମପି ଅଛନ୍ତି । ସେମାନଙ୍କ ମଧ୍ୟରୁ ୪୫ ଜଣଙ୍କୁ ସୋମବାର ନିଲମ୍ବିତ କରାଯାଇଛି। ଅନ୍ୟ ଏକ ସହଯୋଗୀ ଏମପି ତଥା ଏଏପି ନେତା ସଞ୍ଜୟ ସିଂ ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାରେ ବାର୍‌ ପଛରେ ଅଛନ୍ତି ଏବଂ ତାଙ୍କୁ ପୂର୍ବରୁ ନିଲମ୍ବିତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା