Masthead

ଆସନ ବୁଝାମଣାକୁ ନେଇ ତର୍ଜମା ଚାଲିଛି: ପର୍ଶୁରାମ ଧଡ଼ା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମେଣ୍ଟକୁ ନେଇ ବିଜେଡି ବିଧାୟକ ପର୍ଶୁରାମ ଧଡ଼ାଙ୍କ  ପ୍ରତିକ୍ରିୟା । କହିଛନ୍ତି ମେଣ୍ଟକୁ ନେଇ କୌଣସି ଦ୍ଵନ୍ଦ ନାହିଁ । ମୁଖ୍ୟମନ୍ତ୍ରୀ ଓଡ଼ିଶାର ସ୍ୱାର୍ଥ ପାଇଁ ସବୁବେଳେ ପଦକ୍ଷେପ ନେଇଥାନ୍ତି ଏବଂ ନେଉଛନ୍ତି । ମୁଖ୍ୟମନ୍ତ୍ରୀ ଆମ ଦଳର ସୁପ୍ରିମୋ । ଯାହା ନିଷ୍ପତ୍ତି ନେଇଛନ୍ତି ତାକୁ ସମସ୍ତେ ମାନିଛୁ ଆଉ ଆଉ ମାନିବେ ।

ସେ ଆହୁରି ମଧ୍ୟ କହିଛନ୍ତି ମେଣ୍ଟ କିଛି ନୂଆ କଥା ନୁହେଁ । ବିଗତ ଦିନରେ ବି ଆମର ମେଣ୍ଟ ହୋଇଥିଲାା ଆଗାମୀ ଦିନରେ ମେଣ୍ଟ ହେବ । ଆସନ ବୁଝାମଣାକୁ ନେଇ ତର୍ଜମା ଚାଲିଛି । ବର୍ତ୍ତମାନ ସୁଦ୍ଧା ଆକଳନ ହୋଇନି । ମୁଖ୍ୟମନ୍ତ୍ରୀ ତାହା ଉପରେ ଭଲ ଭାବେ ନଜର ରଖିଛନ୍ତି । ଉଭୟ ଦଳର ବିଚାର ବିମର୍ଷ ଚାଲିଛି । ତାହା ପରେ ନିଷ୍ପତ୍ତି ନିଆଯିବ । ମେଣ୍ଟ ହେଲେ ବିଜେଡିର କିଛି କ୍ଷତି ହେବାର ନହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ