Masthead

୨୯ ଯାଏ କାଳବୈଶାଖୀ , ଘଡ଼ଘଡି ସହ କୁଆପଥର ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କାଳବୈଶାଖି । ଆସନ୍ତା ୨୯ ଯାଏ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ୩୦ ଆଡକୁ ରାଜ୍ୟରେ ତାପମାତ୍ରା ଓ ପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି ।ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିପାରେ ।

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଅଞ୍ଚଳରେ ପବନର ବେଗ ଅଧିକ ରହିବା ଏବଂ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ସେହିଭଳି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର ଓ ନୟାଗଡ଼ ଆଦି ଜିଲ୍ଲାର କେତେକ ସ୍ଥାନରେ କୁଆପଥର ବର୍ଷା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ