ଓଡ଼ିଶା ଫେରିବ ପୋସ୍କୋ !

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ପୁଣି ଓଡ଼ିଶା ଫେରିବ ପୋସ୍କୋ । ଓଡ଼ିଶା- ଦକ୍ଷିଣ କୋରିଆ ମଧ୍ୟରେ ଆୟୋଜିତ ବାଣିଜ୍ୟ କାରବାର ଭର୍ଚୁଆଲ ବୈଠକରୁ ଏହି ସୂଚନା ମିଳିଛି । ଓଡ଼ିଶାରେ ପୋସ୍କୋ ସମନ୍ୱିତ ଇସ୍ପାତ କାରଖାନା ପ୍ରତିଷ୍ଠା କରିବ ବୋଲି ଦକ୍ଷିଣକୋରିଆ ରାଷ୍ଟ୍ରଦୂତ ସିନ୍ ବୋଙ୍ଗଜିଲ୍ ସୂଚନା ଦେଇଛନ୍ତି ।

ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରି କରାଯାଇଛି । ଓଡ଼ିଶାରେ ପ୍ରାୟ ୧୨ ବିଲିୟନ ୟୁଏସ୍ ଡଲାରରେ ପୋସ୍କୋ ପ୍ଲାଣ୍ଟ କରିବାକୁ ଯୋଜନା ପ୍ରସ୍ତୁତ କରିଛି । ଗତବର୍ଷ କରୋନା କାଳରେ ଭାରତରେ ଦକ୍ଷିଣ କୋରିଆ କମ୍ପାନି ପୋସ୍କୋ ୬୬ ଟି କାରବାର ଆରମ୍ଭ କରିଛି । ଏହି ସମୟ ଭିତରେ ଏହି ବିଦେଶୀ କମ୍ପାନି ୧୭ ମିଲିୟନ ଡଲାର ପୁଞ୍ଜିନିବେଶ କରିଛି । ଅକ୍ଷଞଶକ୍ତି, ଜଳ ବିଶୋଧନ, ଓ ସ୍ମାର୍ଟସିଟି ପ୍ରକଳ୍ପରେ ପୋସ୍କୋ କାମ କରିବାକୁ ଆଗ୍ରହୀ । ଆଗାମୀ ଦିନରେ ଓଡ଼ିଶାରେ ୨ଲକ୍ଷ କୋଟି ଟଙ୍କା ପୋସ୍କୋ ବିନିଯୋଗ କରିବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ