Masthead

ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶର ବାଗପତ ଜିଲ୍ଲାର ଅଭାବନୀୟ ଘଟଣା ଘଟିଛି । ଚଳନ୍ତା ଟ୍ରେନ୍ ଯାତ୍ରୀଙ୍କୁ ପିଟିପିଟି ହତ୍ୟା । ମୃତକ ଜଣଙ୍କ ହେଉଛନ୍ତି ବାଗପତ ଜିଲ୍ଲାର ଖେକଡ଼ା ଗାଁର ବାସିନ୍ଦା । ଦିଲ୍ଲୀରେ ଚାକିରି କରୁଥିବା ବେଳେ ଘରକୁ ଫେରୁଥିବା ସମୟରେ ତାଙ୍କୁ ହତ୍ୟା କରାଯାଇ ଥିବା ସୂଚନା । ରବିବାର ଦିନ ଟ୍ରେନ୍ ଯୋଗ ଆସୁଥିବା ବେଳେ ଦୀପକ ବସିଥିବା ସ୍ଥାନରେ ମଧ୍ୟ ଅନ୍ୟ୫ ଜଣ ପେସେଞ୍ଜର ଥିଲେ । କିନ୍ତୁ ଏକ ସିଟ୍ କୁ ନେଇ ଯୁକ୍ତି ଆରମ୍ଭ ହୋଇଥିଲା । ଏକ ସିଟ୍ ରେ ବିସିବାକୁ ନେଇ ଉଭୟଙ୍କ ମଧ୍ୟରେ କଥା କଟାକଟ ଜୀବନ ନେବା ଯାଏଁ ଯାଇଥିଲା କଥା । ସିଟ୍ କୁ  ନେଇ କଥାକଟା କଟିରୁ ମାରପିଟ୍ ପର୍ଯ୍ୟନ୍ତ ଯାଇଥିଲା । ଉଭୟଙ୍କ ମଧ୍ୟରେ ତିକ୍ତତା ଏତେ ବଢ଼ିଯାଇଥିଲା ଯେ ଦୀପକଙ୍କୁ ପିଟିପିଟି ଗୁରୁତ୍ୱର ଅବସ୍ତାରେ ଛାଡ଼ି ଚାଲି ଯାଇଥିଲେ ନୃଶଂସ ସାଥୀ । ଗୁରୁତ୍ୱର ଅବସ୍ଥାରେ ଦୀପକ ବାଗପଦ ନିକଟସ୍ଥ ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ପୋଲିସ ଖବର ପାଇବା ପରେ ତଦନ୍ତ କରି ଅବିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ 🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ