Masthead

ପାସେଞ୍ଜର ଟ୍ରେନରେ ଏକ୍ସପ୍ରେସ ଭଡ଼ାରେ ଯାତ୍ରା କରୁଛନ୍ତି ଯାତ୍ରୀ

ବସ୍ତା (ବଡ଼ ଖବର ବ୍ୟୁରୋ): ମାଲେମାଲ ଦକ୍ଷିଣ-ପୂର୍ବ ରେଳ ବିଭାଗ  । ଟ୍ରେନରେ ଯାତ୍ରା କରୁଥିବା ଯାତ୍ରୀଙ୍କ ଅବସ୍ତା ବେହାଲ । ପ୍ୟାସେଞ୍ଜର ଟ୍ରେନରେ ଯାତ୍ରୀଙ୍କୁ ଦେବାକୁ ପଡୁଛି ଏକ୍ସପ୍ରେସ ଭଡ଼ା । ଯାତ୍ରୀମାନେ ହେଉଛନ୍ତି ଶୋଷଣ । ଏକ୍ସପ୍ରେସ ଭଡ଼ା ରେଳ ବିଭାଗ ନେଉଥିବା ବେଳେ, କାହିଁକି ଦକ୍ଷିଣ-ପୁର୍ବ ରେଳବିଭାଗ ପ୍ୟାସେଞ୍ଜେ ଟ୍ରେନରେ ଏକ୍ସପ୍ରେସ ଭଡ଼ା ପରିବର୍ତ୍ତନ କରୁନି ।ଏହାକୁ ନେଇ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି । ଘଟଣାର ଯାଞ୍ଚ କରି ଯଥାଶିଘ୍ର ପାସେଞ୍ଜର ଟ୍ରେନ ଭଡ଼ା କମାଇବାକୁ ଦାବି କରିଛନ୍ତି ସାଧାରଣ ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର