Masthead

ଗୋଚର ଜମି ଜବରଦଖଲ

କଟକସଦର(ବଡ଼ ଖବର ବ୍ୟୁରୋ):ଗୋଚର ଜମି ଜବର ଦଖଲ । ଜିଲ୍ଲାପାଳ ଓ ତହସିଲଦାରଙ୍କ ନିକଟରେ ଅଭିଯୋଗ । କଟକସଦର ଅନ୍ତର୍ଗତ କିଶନ ନଗର ତହସିଲି ଅଧିନସ୍ତ ପୁରୁଣାହାଟ ଗ୍ରାମ ପଞ୍ଚାୟତ ର ଓଡ଼ିକିମିରା ଗ୍ରାମରରେ ଗୋଚର ଜମିକୁ କିଛି ଶାସକ ଦଳ ଜବର ଦଖଲ କରି ସରକାରୀ ଅର୍ଥରେ ପୋଖରୀ ଖୋଳିବା ନେଇ ଅଭିଯୋଗ ହୋଇଛି । ତେବେ ଏନେଇ ତଦନ୍ତ ହେବା ପରେ ଏଭଳି କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଫାଇନ ପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା