Masthead

କେନାଲ ସଫେଇ ନାମରେ କୋଟି କୋଟି ଟଙ୍କା ହରିଲୁଟ୍

ପାଟକୁରା (ବଡ଼ ଖବର ବ୍ୟୁରୋ): କେନାଲ ସଫେଇ ନାମରେ କୋଟି କୋଟି ଟଙ୍କା ହରିଲୁଟ୍ ହେଉଥିବା ଏବେ ନଜରକୁ ଆସିଛି। ମହାନଦୀ ଚିତ୍ରୋତ୍ପଳା ଦ୍ଵିପାଞ୍ଚଳ ମଧ୍ୟରେ ଯାଇଥିବା ବିଭିନ୍ନ କେନାଲ ସଫେଇ ନାମରେ ସରକାରୀ ତହସିଲରୁ ବାର୍ଷିକ କୋଟି କୋଟି ଟଙ୍କା ବ୍ୟୟବରାଦ କରାଯାଉଥିବା ବେଳେ ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଓ ଠିକାଦାରଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁଁ କେନାଲ୍ ସଫେଇ ଆଳରେ କୋଟି କୋଟି ଟଙ୍କା ବାଟ ମାରଣ ହେଉଥିବା ଦେଖିବାକୁ ମିଳୁଛି। କେନାଲ ମଧ୍ୟରେ ହିଟାଚି ଓ ଜେସିବି ଭଳି ମେସିନ୍ ପୂରାଇ ଖାଲି ଗଡ଼େଇ ନିଆଯାଉଥିବା ବେଳେ ଲେବୁଲ୍ ଉପରେ ମୋଟେ ନଜର ଦିଆଯାଉନାହିଁ । ଯାହା ଫଳରେ କେନାଲକୁ ଆସୁଥିବା ପାଣି, କେନାଲର ତଳ ମୁଣ୍ଡ ଓ ଶାଖା କେନାଲକୁ ଯାଇପାରୁ ନଥିବାରୁ ଚାଷୀମାନଙ୍କ ମଧ୍ୟରେ ଅସନ୍ତେଷ ଦେଖାଦେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ