Masthead

ପାଟଣାରେ ଅଖିଳ ନାଏକଙ୍କୁ ବିରୋଧ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): ପାଟଣା ବିଜେପିରେ କନ୍ଦଳ । ଟିକେଟ ବଣ୍ଟନକୁ ନେଇ କର୍ମୀ ଅସନ୍ତୋଷ । ଅଖିଳ ଚନ୍ଦ୍ର ନାଏକଙ୍କୁ ପାଟଣା ନିର୍ବାଚନମଣ୍ଡଳିରେ ବିଜେପି ପ୍ରାର୍ଥୀ ଘୋଷଣା କଲା ପରେ ବିଜେପି ପାଟି ଅଫିସରେ ବିଜେପି କର୍ମୀମାନେ ବିରୋଧ କରିଛନ୍ତି।

କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନମଣ୍ଡଳି ପାଇଁ ବିଜେପି ପକ୍ଷରୁ ଅଖିଳ ଚନ୍ଦ୍ର ନାଏକଙ୍କୁ ମଙ୍ଗଳବାର ପ୍ରାର୍ଥୀ ଘୋଷଣା କରାଯିବା ପରେ ଅଖିଳଙ୍କୁ ବିଜେପି କର୍ମୀମାନେ ବିରୋଧ କରୁଥିବା ଭିଡିଓ ସାମ୍ନାକୁ ଆସିଛି । ପ୍ରାର୍ଥୀ ବଦଳାଇ ନୂତନ ପ୍ରାର୍ଥୀ ଦେବା ପାଇଁ କର୍ମୀମାନେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସଆଇ ସ୍କାମ୍‌ ଶଙ୍କର ଓ ସୁରେଶଙ୍କ ପଲିଗ୍ରାଫ ଶୁଣାଣି 🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୋଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଏସଆଇ ସ୍କାମ୍‌ ଶଙ୍କର ଓ ସୁରେଶଙ୍କ ପଲିଗ୍ରାଫ ଶୁଣାଣି 🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୋଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ