Masthead

ପାଟଣାରେ ଅଖିଳ ନାଏକଙ୍କୁ ବିରୋଧ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): ପାଟଣା ବିଜେପିରେ କନ୍ଦଳ । ଟିକେଟ ବଣ୍ଟନକୁ ନେଇ କର୍ମୀ ଅସନ୍ତୋଷ । ଅଖିଳ ଚନ୍ଦ୍ର ନାଏକଙ୍କୁ ପାଟଣା ନିର୍ବାଚନମଣ୍ଡଳିରେ ବିଜେପି ପ୍ରାର୍ଥୀ ଘୋଷଣା କଲା ପରେ ବିଜେପି ପାଟି ଅଫିସରେ ବିଜେପି କର୍ମୀମାନେ ବିରୋଧ କରିଛନ୍ତି।

କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନମଣ୍ଡଳି ପାଇଁ ବିଜେପି ପକ୍ଷରୁ ଅଖିଳ ଚନ୍ଦ୍ର ନାଏକଙ୍କୁ ମଙ୍ଗଳବାର ପ୍ରାର୍ଥୀ ଘୋଷଣା କରାଯିବା ପରେ ଅଖିଳଙ୍କୁ ବିଜେପି କର୍ମୀମାନେ ବିରୋଧ କରୁଥିବା ଭିଡିଓ ସାମ୍ନାକୁ ଆସିଛି । ପ୍ରାର୍ଥୀ ବଦଳାଇ ନୂତନ ପ୍ରାର୍ଥୀ ଦେବା ପାଇଁ କର୍ମୀମାନେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ