Masthead

୨ ଦଫା ଦାବିରେ ୧୨ ଘଣ୍ଟିଆ ପାଟଣାଗଡ଼ରେ ବନ୍ଦ ପାଳନ

ପାଟଣାଗଡ଼ (ବଡ଼ ଖବର ବ୍ୟୁରୋ): ୨ ଦଫା ଦାବିରେ ୧୨ ଘଣ୍ଟିଆ ପାଟଣାଗଡ଼ରେ ବନ୍ଦ ପାଳନ । ପାଟଣାଗଡ଼କୁ ନୂଆ ରେଳ ଲାଇନ୍ ଓ ବାଇପାସ୍‌ ଦାବିରେ ବନ୍ଦ ପାଳନ । ବଲାଙ୍ଗୀର-ନୂଆପଡ଼ା ଭାୟା ପାଟଣାଗଡ଼ ଦେଇ ନୂଆ ରେଳ ଲାଇନ୍ ଦାବି । ସିଟିଜେନ୍ ଫୋରମ୍ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ । ଫଳରେ ଦୋକାନ ବଜାର, ରାସ୍ତାଘାଟ ଆଦି ବନ୍ଦ ରହିଥିବା ବେଳେ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି । ବଲାଙ୍ଗୀର-ନୂଆପଡ଼ା ଭାୟା ପାଟଣାଗଡ଼ ଦେଇ ନୂଆ ରେଳ ଲାଇନ୍ ଦାବିରେ ସିଟିଜେନ୍ ଫୋରମ୍ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ ।

ସମସ୍ତ ଅନୁଷ୍ଠାନ ବନ୍ଦ ସହ ଅଖ ଚକ ବନ୍ଦ କରିବାକୁ ଡାକରା ଦେଇଛି ସିଟିଜେନ ଫୋରମ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ବନ୍ଦ ପାଳନ । ଏନେଇ ସିଟିଜେନ ଫୋରମ ସହ କଣ୍ଟାବାଞ୍ଜି ରେଳ ବିଭାଗ ଜି,ଆର, ଏମ ଓ ଅନ୍ୟ ପ୍ରଶାସନିକ ଅଧିକାରୀ ମାନେ ପୂର୍ବରୁ ଆଲୋଚନା କରିଥିବା ବେଳେ କୌଣସି ବାଟ ଫିଟିନଥିଲା । ସିଟିଜେନ ଫୋରମ ନିଜ ଜିଦରେ ଅଟଳ ଥିବା ବେଳେ ଆଜି ବନ୍ଦ ପାଳନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି