Masthead

ପାଟଣାଗଡ଼ ପାର୍ସଲ୍ ବୋମା ମାମଲା, ଆଜି ଆସିବ ରାୟ

ପାଟଣାଗଡ଼ (ବଡ଼ ଖବର ବ୍ୟୁରୋ): ଆଜି ଆସିବ ବହୁଚର୍ଚ୍ଚିତ ମାମଲାର ରାୟ । ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶୁଣାଇବେ ରାୟ । ୭ ବର୍ଷ ପରେ ଆସିବ ମାମଲାର ଚୂଡ଼ାନ୍ତ ରାୟ । ଅଭିଯୁକ୍ତ ପୁଞ୍ଜିଲାଲଙ୍କୁ ଦଣ୍ଡାଦେଶ ହେବ କି କୋର୍ଟଙ୍କ ରାୟ ଉପରେ ସମସ୍ତଙ୍କ ନଜର । ସେପଟେ ଅଭିଯୁକ୍ତ ପୁଞ୍ଜିଲାଲଙ୍କୁ ଫାଶୀ ଦେବାକୁ ଦାବି କରିଛନ୍ତି ସୌମ୍ୟ ଶେଖରଙ୍କ ପରିବାର ।

୨୦୧୮ ଫେବୃଆରି ୨୩ ତାରିଖରେ ପାଟଣାଗଡ଼ ଅଧ୍ୟାପକ ରବୀନ୍ଦ୍ର ସାହୁଙ୍କ ପୁଅ ବାହାଘରକୁ ଉପହାର ଆକାରରେ ଆସିଥିବା ପାର୍ସଲ ବୋମା ବିସ୍ଫୋରଣରେ ସୌମ୍ୟଶେଖର ଓ ତାଙ୍କ ସମ୍ପର୍କୀୟ ଜେଜେମା’ଙ୍କର ମୃତ୍ୟୁ ଘଟିଥିଲା । ଏଥିରେ ସୌମ୍ୟ ଶେଖରଙ୍କ ସ୍ତ୍ରୀ ରିମାରାଣୀ ଗୁରୁତର ହୋଇଥିଲେ । ପାର୍ସଲ ବୋମା ପଠାଇଥିବା ଅଭିଯୋଗରେ କ୍ରାଇମବ୍ରାଞ୍ଚ ପୁଞ୍ଜିଲାଲ ମେହେରଙ୍କୁ ଗିରଫ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା