Masthead

ପାଟଣାଗଡ଼ ପାର୍ସଲ୍ ବୋମା ମାମଲା, ଆଜି ଆସିବ ରାୟ

ପାଟଣାଗଡ଼ (ବଡ଼ ଖବର ବ୍ୟୁରୋ): ଆଜି ଆସିବ ବହୁଚର୍ଚ୍ଚିତ ମାମଲାର ରାୟ । ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶୁଣାଇବେ ରାୟ । ୭ ବର୍ଷ ପରେ ଆସିବ ମାମଲାର ଚୂଡ଼ାନ୍ତ ରାୟ । ଅଭିଯୁକ୍ତ ପୁଞ୍ଜିଲାଲଙ୍କୁ ଦଣ୍ଡାଦେଶ ହେବ କି କୋର୍ଟଙ୍କ ରାୟ ଉପରେ ସମସ୍ତଙ୍କ ନଜର । ସେପଟେ ଅଭିଯୁକ୍ତ ପୁଞ୍ଜିଲାଲଙ୍କୁ ଫାଶୀ ଦେବାକୁ ଦାବି କରିଛନ୍ତି ସୌମ୍ୟ ଶେଖରଙ୍କ ପରିବାର ।

୨୦୧୮ ଫେବୃଆରି ୨୩ ତାରିଖରେ ପାଟଣାଗଡ଼ ଅଧ୍ୟାପକ ରବୀନ୍ଦ୍ର ସାହୁଙ୍କ ପୁଅ ବାହାଘରକୁ ଉପହାର ଆକାରରେ ଆସିଥିବା ପାର୍ସଲ ବୋମା ବିସ୍ଫୋରଣରେ ସୌମ୍ୟଶେଖର ଓ ତାଙ୍କ ସମ୍ପର୍କୀୟ ଜେଜେମା’ଙ୍କର ମୃତ୍ୟୁ ଘଟିଥିଲା । ଏଥିରେ ସୌମ୍ୟ ଶେଖରଙ୍କ ସ୍ତ୍ରୀ ରିମାରାଣୀ ଗୁରୁତର ହୋଇଥିଲେ । ପାର୍ସଲ ବୋମା ପଠାଇଥିବା ଅଭିଯୋଗରେ କ୍ରାଇମବ୍ରାଞ୍ଚ ପୁଞ୍ଜିଲାଲ ମେହେରଙ୍କୁ ଗିରଫ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା