Masthead

ଅବଦୁର ରେହେମାନ ଦୋଷୀ ସାବ୍ୟସ୍ତ, ୭ବର୍ଷର ଜେଲ ଦଣ୍ଡ

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ): ଆତଙ୍କବାଦୀ ସଙ୍ଗଠନ ଅଲକାଏଦା ସହ ଜଡିତ ଥିବା ଅବଦୁର ରେହମାନକୁ ସଜା ଶୁଣାଇଛନ୍ତି ଦିଲ୍ଲୀ କୋର୍ଟ । ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଓଡ଼ିଶାର ଅବଦୁର ରେହେମାନଙ୍କୁ ସାଢେ ୭ ବର୍ଷ ସଜା ଶୁଣାଇଲେ ଦିଲ୍ଲୀ କୋର୍ଟ । ଦିଲ୍ଲୀ ପଟିଆଲା ହାଉସ କୋର୍ଟ ଅବଦୁର ରେହେମାନଙ୍କ ସହ ଅନ୍ୟ ତିନି ଅଭିଯୁକ୍ତଙ୍କୁ ସାଢେ ୭ ବର୍ଷର ସଜା ଶୁଣାଇଲେ କୋର୍ଟ । ଅବଦୁର ରେହେମାନ, ମହମ୍ମଦ ଆସିଫ, ଜାଫର ମାସୁଦ ଓ ଅବଦୁଲ ସାମିକୁ ଟେରର ଆକ୍ଟିଭିଟିଜ୍ ପ୍ରିଭେନସନ ଆକ୍ଟର ଧାରା ୧୮ ଏବଂ ୧୮- ବିରେ ଦୋଷୀ ସାବ୍ୟସ୍ତ କରାଯାଇଛି ।

କଟକରୁ ଗିରଫ ହୋଇଥିବା ଅବଦୁର ରେହମାନ ବେଆଇନ୍ ଭାବେ ପାକିସ୍ତାନ ଗସ୍ତ କରିଥିଲେ। ସେଠାରେ ରହି ଆତଙ୍କବାଦୀ ଟ୍ରେନିଂ ନେଇଥିଲେ। ଭାରତର ଏହି ଉଗ୍ରବାଦୀ ନେଟୱାର୍କର ପ୍ରସାର ପ୍ରଚାର ଅଭିଯୋଗରେ ଦିଲ୍ଲୀ ପୁଲିସ ଦ୍ୱାରା ଗିରଫ ହୋଇଥିବା ଅବଦୁର ରେହେମାନଙ୍କୁ ଦିଲ୍ଲୀ ପଟିଆଲା ହାଉସ କୋର୍ଟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।
ପଟିଆଲା ହାଉସ କୋର୍ଟର ଅତିରିକ୍ତ ଦୌରା ଜଜ୍ ମାମଲାରେ ଶୁଣାଣି କରି ଅବଦୁର ରେହେମାନଙ୍କ ସମେତ ଅନ୍ୟ ୪ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ୨୦୧୫ରେ ଦିଲ୍ଲୀ ପୁଲିସର ସ୍ପେଶାଳ ସେଲ ଅବଦୁର ରେହେମାନଙ୍କୁ କଟକ ଜଗତପୁର ଅଂଚଳରୁ ଗିରଫ କରିଥିଲା । ଯାହା ସାରା ରାଜ୍ୟରେ ଚହଳ ସୃଷ୍ଟି କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର