Masthead

ମେଡିକାଲ କଲେଜ ଛାତରୁ ଡେଇଁ ପଡିଲେ ରୋଗୀ

ସୁନ୍ଦରଗଡ଼ (ବଡ଼ ଖବର ବ୍ୟୁରୋ): ମେଡିକାଲ କଲେଜ ଛାତରୁ ଡେଇଁ ପଡିଲେ ରୋଗୀ ।  ଘଟଣା ସ୍ଥଳରେ ଯୁବକଙ୍କ ମୃତ୍ୟୁ ହୋଇଛି । ସୁନ୍ଦରଗଡ଼ ଟାଉନ ଥାନା ସରକାରୀ ମେଡିକାଲ କଲେଜରେ ଏଭଳି ଅଘଟଣ ଘଟଛି । ମେଡିକାଲର ତିନି ମହଲାରେ ଚିକିତ୍ସିତ ହେଉଥିଲେ ରୋଗୀ ଜଣଙ୍କ । ଆଜି ତାଙ୍କର ଡିସଚାର୍ଜ ହୋଇଥାଆନ୍ତା । ହେଲେ ତୃତୀୟ ମହଲାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି ରୋଗୀ। କାହିଁକି ରୋଗୀ ଏଭଳି କାଣ୍ଡ କଲେ ତାହା ଜଣା ପଡ଼ିନାହିଁ। ପୁଲିସ ମେଡିକାଲରେ ପହଞ୍ଚି ପଚରାଉଚରା କରୁଛି । ରୋଗୀଙ୍କ ନାମ ଅନୀଲ ସୋରଙ୍ଗ। ଡାଏନିଡିହି ଗାଁରେ ତାଙ୍କର ଘର ବୋଲି ଜଣାଯାଇଛି । ତାଙ୍କୁ ଗତ ରବିବାର ଦିନ ମେଡିକାଲ କଲେଜ ଓ ହସ୍ପିଟାଲ‌ରେ ଭର୍ତ୍ତି କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ