ମେଡିକାଲ କଲେଜ ଛାତରୁ ଡେଇଁ ପଡିଲେ ରୋଗୀ

ସୁନ୍ଦରଗଡ଼ (ବଡ଼ ଖବର ବ୍ୟୁରୋ): ମେଡିକାଲ କଲେଜ ଛାତରୁ ଡେଇଁ ପଡିଲେ ରୋଗୀ ।  ଘଟଣା ସ୍ଥଳରେ ଯୁବକଙ୍କ ମୃତ୍ୟୁ ହୋଇଛି । ସୁନ୍ଦରଗଡ଼ ଟାଉନ ଥାନା ସରକାରୀ ମେଡିକାଲ କଲେଜରେ ଏଭଳି ଅଘଟଣ ଘଟଛି । ମେଡିକାଲର ତିନି ମହଲାରେ ଚିକିତ୍ସିତ ହେଉଥିଲେ ରୋଗୀ ଜଣଙ୍କ । ଆଜି ତାଙ୍କର ଡିସଚାର୍ଜ ହୋଇଥାଆନ୍ତା । ହେଲେ ତୃତୀୟ ମହଲାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି ରୋଗୀ। କାହିଁକି ରୋଗୀ ଏଭଳି କାଣ୍ଡ କଲେ ତାହା ଜଣା ପଡ଼ିନାହିଁ। ପୁଲିସ ମେଡିକାଲରେ ପହଞ୍ଚି ପଚରାଉଚରା କରୁଛି । ରୋଗୀଙ୍କ ନାମ ଅନୀଲ ସୋରଙ୍ଗ। ଡାଏନିଡିହି ଗାଁରେ ତାଙ୍କର ଘର ବୋଲି ଜଣାଯାଇଛି । ତାଙ୍କୁ ଗତ ରବିବାର ଦିନ ମେଡିକାଲ କଲେଜ ଓ ହସ୍ପିଟାଲ‌ରେ ଭର୍ତ୍ତି କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’