Masthead

ରୋଗୀଙ୍କୁ ମିଳିଲା ମାଗଣା ଚିକିତ୍ସା

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ୧୦୮ ରୋଗୀଙ୍କୁ ମିଳିଲା ମାଗଣା ଚିକିତ୍ସା ସୁବିଧା । ଯୁଯୁମରା ବ୍ଲକ ଛାମୁଣ୍ଡା ପଂଚାୟତ ନୂଆ ଅଢାପରା ଅଙ୍ଗନୱାଡି କେନ୍ଦ୍ରରେ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଛି । ୧୦୮ ଜଣଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ମାଗଣା ଔଷଧ ପ୍ରଦାନ କରାଯାଇଛି । ମହାନଦୀ କୋଲ୍ଡ ଫିଲ୍ଡ ସହାୟତାରେ ଅନୁଷ୍ଠିତ ଶିବିରକୁ ବାଏଫର ପ୍ରୋଜେକ୍ଟ ଅଫିସର ପ୍ରବେଶ ଶ୍ରୀବାସ୍ତବ ପରିଚାଳନା କରିଥିଲେ । ଡାକ୍ତର ରାଜାରାମ ଷଡଙ୍ଗୀ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ସୁମନ୍ତ କର୍ଣ୍ଣ, ପ୍ରଭାତି ନାଏକ ସହଯୋଗ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ