Masthead

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ଶୁଣାଣି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା । ଆଜି ଶେଷ ପର୍ଯ୍ୟାୟ ଶୁଣାଣିରେ ଉପସ୍ଥିତ ରହିବେ ପୁଞ୍ଜିଲାଲ ମେହେର । ପାଟଣାଗଡ଼ ଏଡିଜେ କୋର୍ଟରେ ଉପସ୍ଥିତ ରହିବେ ପୁଞ୍ଜିଲାଲ । ବଲାଙ୍ଗିର ଜେଲରୁ ବାହାରି ପାଟଣାଗଡ଼ କୋର୍ଟ ଅଭିମୁଖେ ପୁଞ୍ଜିଲାଲ । ମାାମଲାରେ କ୍ରାଇମବ୍ରାଞ୍ଚ ନିଜ ପକ୍ଷ ଦାଖଲ କରି ସାରିଛି । ଶେଷ ପର୍ଯୟାୟ ଶୁଣାଣିରେ ତଥ୍ୟ ରଖିବେ ପୁଞ୍ଜିଲାଲଙ୍କ ଓକିଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ