Masthead

ବିଜେଡିରୁ ପାଟ୍ଟଶାଣୀଙ୍କ ଇସ୍ତଫା ଚର୍ଚ୍ଚା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ଯାଇପାରନ୍ତି ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ । ବିଜେଡିରୁ ଇସ୍ତଫା ଦେଇଥିବା ନେଇ ଚାଲିଛି ଚର୍ଚ୍ଚା । କିନ୍ତୁ ଏ ସମ୍ପର୍କରେ ଶ୍ରୀ ପାଟ୍ଟଶାଣୀ ନିଜେ ସ୍ପଷ୍ଟ କରିନାହାନ୍ତି । ଚଳିତ ନିର୍ବାଚନରେ ପ୍ରସନ୍ନ ଭୁବନେଶ୍ଵର ଲୋକସଭା ଆସନରୁ ବିଜେଡିରୁ ପ୍ରାର୍ଥୀ ହେବା ପାଇଁ ଆଶା ରଖିଥିଲେ ।

କିନ୍ତୁ ଦଳ ତାଙ୍କୁ ଟିକେଟ ଦେଇ ନଥିଲା । ଚିଲିକାରେ ତାଙ୍କୁ ପ୍ରାର୍ଥୀ କରାଯିବ ବୋଲି କୁହାଯାଉଥିଲା । ତାଙ୍କୁ ନବୀନ ନିବାସ ଡକାଯାଇ ଏ ସମ୍ପର୍କରେ ଆଲୋଚନା ବି କରାଯାଇଥିଲା । କିନ୍ତୁ ଏ ଯାଏ ସେହି ଆସନରେ ପ୍ରାର୍ଥୀ ଘୋଷଣା କରାଯାଇ ନାହିଁ । ତେବେ ଶ୍ରୀ ପାଟ୍ଟଶାଣୀଙ୍କୁ ଚିଲିକାରେ ଟିକେଟ ମିଳିବାର ସମ୍ଭାବନା ବି କ୍ଷୀଣ ରହିଛି । ସେଥି ପାଇଁ ସେ ବିଜେଡିରୁ ଇସ୍ତଫା ଦେଇଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି