ବିଜେଡିରୁ ପାଟ୍ଟଶାଣୀଙ୍କ ଇସ୍ତଫା ଚର୍ଚ୍ଚା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ଯାଇପାରନ୍ତି ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ । ବିଜେଡିରୁ ଇସ୍ତଫା ଦେଇଥିବା ନେଇ ଚାଲିଛି ଚର୍ଚ୍ଚା । କିନ୍ତୁ ଏ ସମ୍ପର୍କରେ ଶ୍ରୀ ପାଟ୍ଟଶାଣୀ ନିଜେ ସ୍ପଷ୍ଟ କରିନାହାନ୍ତି । ଚଳିତ ନିର୍ବାଚନରେ ପ୍ରସନ୍ନ ଭୁବନେଶ୍ଵର ଲୋକସଭା ଆସନରୁ ବିଜେଡିରୁ ପ୍ରାର୍ଥୀ ହେବା ପାଇଁ ଆଶା ରଖିଥିଲେ ।

କିନ୍ତୁ ଦଳ ତାଙ୍କୁ ଟିକେଟ ଦେଇ ନଥିଲା । ଚିଲିକାରେ ତାଙ୍କୁ ପ୍ରାର୍ଥୀ କରାଯିବ ବୋଲି କୁହାଯାଉଥିଲା । ତାଙ୍କୁ ନବୀନ ନିବାସ ଡକାଯାଇ ଏ ସମ୍ପର୍କରେ ଆଲୋଚନା ବି କରାଯାଇଥିଲା । କିନ୍ତୁ ଏ ଯାଏ ସେହି ଆସନରେ ପ୍ରାର୍ଥୀ ଘୋଷଣା କରାଯାଇ ନାହିଁ । ତେବେ ଶ୍ରୀ ପାଟ୍ଟଶାଣୀଙ୍କୁ ଚିଲିକାରେ ଟିକେଟ ମିଳିବାର ସମ୍ଭାବନା ବି କ୍ଷୀଣ ରହିଛି । ସେଥି ପାଇଁ ସେ ବିଜେଡିରୁ ଇସ୍ତଫା ଦେଇଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ