Masthead

ମହଙ୍ଗା ପଡିଲା ପୱନ କଲ୍ୟାଣଙ୍କୁ କ୍ଷୀରସ୍ନାନ

ଆନ୍ଧ୍ରପ୍ରଦେଶ(ବଡ଼ ଖବର ବ୍ୟୁରୋ): ସାଉଥ ସୁପରଷ୍ଟାର ପୱନ କଲ୍ୟାଣ ତାଙ୍କ ଚଳଚ୍ଚିତ୍ର ‘ବ୍ରୋ’ ପାଇଁ ଆଜିକାଲି ହେଡଲାଇନରେ ଅଛନ୍ତି । ଏହି ଫିଲ୍ମଟି ଜୁଲାଇ ୨୮ରେ ବକ୍ସ ଅଫିସରେ ମୁକ୍ତିଲାଭ କରିଥିଲା । ଏହା ପରେ ତାଙ୍କ ପ୍ରଶଂସକମାନେ ଏହାକୁ ଏକ ପର୍ବ ପରି ପାଳନ କରିଥିଲେ । ସୁପରଷ୍ଟାରଙ୍କ ଫ୍ୟାନ୍ସମାନେ ଏତେ ଉତ୍ସାହିତ ଥିଲେ ଯେ ସେମାନେ ଆନ୍ଧ୍ରପ୍ରଦେଶର ଏକ ଥିଏଟରରେ ନାଚିଥିଲେ ଏବଂ ଅଭିନେତାଙ୍କୁ ପରଦାରେ ଦେଖିବା ପରେ ତାଙ୍କୁ କ୍ଷୀରରେ ଅଭିଷେକ କରାଇଥିଲେ । ଥିଏଟରର ପରଦାକୁ ନଷ୍ଟ କରିବା ଅଭିଯୋଗରେ ବ୍ୟକ୍ତି ଜଣଙ୍କୁ ଗିରଫ କରାଯାଇଛି । ତାଙ୍କର ଭିଡିଓ ଏବଂ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହି ଫିଲ୍ମରେ ପୱନ କଲ୍ୟାଣ ଓ ସାଇ ଧର୍ମ ତେଜ ପ୍ରମୁଖ ଭୂମିକାରେ ଅଭିନୟ କରୁଛନ୍ତି । ଫିଲ୍ମଟି ଦୁଇ ଦିନରେ ୪୭.୧୦ କୋଟି କମେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ