Masthead

ପୱନ ଖେଡ଼ାଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଖେଡ଼ାଙ୍କୁ ମିଳିଲା ଅନ୍ତରୀଣ ଜାମିନ । ସୁପ୍ରିମକୋର୍ଟ ଖେଡ଼ାଙ୍କୁ ଆଶ୍ୱସ୍ତି ଦେବା ସହ ଅନ୍ତରୀଣ ଜାମିନ ଦେବା ପାଇଁ ଦ୍ୱାରକା କୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କଂଗ୍ରେସ ନେତା ପୱନ ଖେଡ଼ାଙ୍କୁ ଆସାମ ପୋଲିସ ଦିଲ୍ଲୀ ବିମାନବନ୍ଦରରେ ଗିରଫ କରିଥିଲା । ଗୁରୁବାର ପୱନ ଅନ୍ୟ ଦଳୀୟ ନେତାଙ୍କ ସହ ରାୟପୁରରେ ଆୟୋଜିତ ଅଧିବେଶନରେ ଯୋଗଦେବାକୁ ଯାଉଥିଲେ। ଦିଲ୍ଲୀ ବିମାନବନ୍ଦରରେ ତାଙ୍କୁ ଗିରଫ କରାଯାଇଥିଲା। ଗିରଫ ପରେ ପୋଲିସ ପ୍ରଥମେ ପୱନ ଖେଡାଙ୍କ ଚିକିତ୍ସା ଶେଷ କରି ସୁପ୍ରିମକୋର୍ଟରେ ହାଜର କରିଥିଲା । ଯେଉଁଠାରେ ଏହି ମାମଲାର ଶୁଣାଣି ଚାଲିଥିଲା। ଶୁଣାଣି ପରେ ସୁପ୍ରିମକୋର୍ଟ ଖେଡ଼ାଙ୍କୁ ଆଶ୍ୱସ୍ତି ଦେଇଛନ୍ତି ଏବଂ ଅନ୍ତରୀଣ ଜାମିନ ପ୍ରଦାନ କରିବାକୁ ଦ୍ୱାରକା କୋର୍ଟକୁ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ