ଟ୍ରଫି ମିଳିଲା ବେଳେ ଅଧିକ ଖୁସି ନଥିଲେ ପୱନଦୀପ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ):ହିନ୍ଦୀ ରିୟଲିଟି ଶୋ “ଇଣ୍ଡିଆନ ଆଇଡଲ-୧୨’ର ବିଜେତା ହୋଇଛନ୍ତି ଉତ୍ତରାଖଣ୍ଡର ପୱନଦୀପ ରାଜନ । ବିଜେତା ହେବା ପରେ ତାଙ୍କୁ ୨୫ଲକ୍ଷ ଟଙ୍କା ପୁରସ୍କାର ଓ ଏକ ମାରୁତି ସୁଜୁକି ସ୍ୱିଫ୍ଟ କାର ପ୍ରଦାନ କରାଯାଇଛି । ତେବେ କଞ୍ଜିଲାଲ ଓ ସାୟଲି କମ୍ବେଲ ଶୋର ପ୍ରଥମ ଓ ଦ୍ୱିତୀୟ ରନର୍ସ ଅପ ହୋଇଛନ୍ତି ।

ଶୋ’ର ବିଜେତା ହେବା ପରେ ପୱନଦୀପ ଏକ ସାକ୍ଷାତକାର ଦେଇଥିଲେ । ଏଥିରେ ସେ କହିଥିଲେ ଯେ, ମତେ ଟ୍ରଫି ପ୍ରଦାନ କରାଗଲା ସମୟରେ ମୁଁ ଅଧିକ ଖୁସିନଥିଲି । କାରଣ ସମସ୍ତେ ଏହି ଟ୍ରଫି ପାଇଁ ଯୋଗ୍ୟ ଥିଲେ । ତେବେ ଆଗକୁ ଆମେ ସମସ୍ତେ ଏକା ସହ କାମ କରିବାକୁ ଯୋଜନା ରଖିଛୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ