Masthead

Paytmକୁ ନେଇ ଆସିଲା ବଡ଼ ଖବର, ପ୍ଲେ ଷ୍ଟୋରରୁ ବାଦ୍ ଦେଲା ଗୁଗୁଲ

ଅନଲାଇନ୍ ପେମେଣ୍ଟ ପ୍ଲାଟଫର୍ମ ପେ ଟିଏମକୁ ବଡ଼ ଝଟକା । ଜୁଆ ନୀତି (gambling policies) ଉଲ୍ଲଂଘନ ଅଭିଯୋଗରେ ପେ ଟିଏମ୍ ବିରୋଧରେ ଗୁଗୁଲ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗୁଗୁଲ୍ ପ୍ଲେ ଷ୍ଟୋରରୁ ପେ ଟିଏମର ୨ଟି ଆପ୍ଲିକେସନକୁ ଅପସାରଣ କରିଛି ।

ମିଳିଥିବା ସୂଚନା ମୁତାବକ ପେ ଟିଏମ୍ ଓ ପେ ଟିଏମ୍ ଗେମ୍ସକୁ ପ୍ଲେ ଷ୍ଟୋରରୁ ଗୁଗୁଲ୍ ହଟାଇ ଦେଇଛି । ଉଭୟ ଆପ୍ ଦ୍ୱାରା ଲୋକଙ୍କୁ ଜୁଆ ଖେଳ ପ୍ରତି ପ୍ରୋତ୍ସାହନ ଦିଆଯାଉଥିବା ନେଇ ଅଭିଯୋଗ ହେଉଥିଲା । ଏହା ପରେ ପେ ଟିଏମକୁ ପ୍ଲେ ଷ୍ଟୋରରୁ ହଟାଇ ଦେଇଛି ଗୁଗୁଲ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାଣ ଫୁଟି ୪ ଶିଶୁ ଆହତ 🔴 ୨୮ରେ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ବିଷ ପିଇ ସଫା ହୋଇଗଲା ପୂରା ପରିବାର 🔴 ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା, ଏନ୍‌କାଉଣ୍ଟରରେ ୩ ୩ ଆତଙ୍କୀ ସଫା 🔴 ଭାରତ-ମିମିଆଁମାର ସୀମାରେ ୧୦ ଉଗ୍ରବାଦୀ ନିପାତ 🔴 ABDOଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ବିଏସ୍‌ଏଫ୍‌ ଯବାନ୍‌ଙ୍କୁ ଛାଡ଼ିଲା ପାକିସ୍ତାନ 🔴 ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି କେନ୍ଦ୍ର କ୍ୟାବିନେଟ ବୈଠକ 🔴 ପାରାଦୀପ ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର! 🔴 ବାଣ ଫୁଟି ୪ ଶିଶୁ ଆହତ 🔴 ୨୮ରେ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ବିଷ ପିଇ ସଫା ହୋଇଗଲା ପୂରା ପରିବାର 🔴 ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା, ଏନ୍‌କାଉଣ୍ଟରରେ ୩ ୩ ଆତଙ୍କୀ ସଫା 🔴 ଭାରତ-ମିମିଆଁମାର ସୀମାରେ ୧୦ ଉଗ୍ରବାଦୀ ନିପାତ 🔴 ABDOଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ବିଏସ୍‌ଏଫ୍‌ ଯବାନ୍‌ଙ୍କୁ ଛାଡ଼ିଲା ପାକିସ୍ତାନ 🔴 ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି କେନ୍ଦ୍ର କ୍ୟାବିନେଟ ବୈଠକ 🔴 ପାରାଦୀପ ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର!