Masthead

ସ୍କୁଲ ମଧ୍ୟାହ୍ନ ଭୋଜନରେ ପିସି କାରବାର

ଯାଜପୁର(ବଡ଼ ଖବର ବ୍ୟୁରୋ): ସ୍କୁଲ ମଧ୍ୟାହ୍ନ ଭୋଜନରେ ପିସି କାରବାର । ବଡ଼ ଖବର ହାତରେ ଲାଗିଛି ଏକ୍ସକ୍ଲୁସିଭ୍ ଭିଜୁଆଲ । ବିଦ୍ୟାଳୟ ପ୍ରଧାନଶିକ୍ଷକ କରୁଛନ୍ତି ଟଙ୍କା ହଡ଼ପ । ଯାଜପୁର ଜିଲ୍ଲା କିଆଝର ଜନପ୍ରିୟ ହାଇସ୍କୁଲରେ ହୋଇଛି ମହା ଦୁର୍ନୀତି । ସ୍କୁଲର ପ୍ରଧାନଶିକ୍ଷକ ରମାକାନ୍ତ ନାୟକ କରୁଛନ୍ତି ଛାତ୍ରଛାତ୍ରୀଙ୍କ ମଧ୍ୟାହ୍ନ ଭୋଜନ ଅର୍ଥ ହଡପ ।

https://fb.watch/73r-kF17Vp/

ବିଦ୍ୟାଳୟର ଅଷ୍ଠମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇ ଆସିଥିବା ୮୪ ଦିନର ୬୮୪ ଟଙ୍କା ସରକାରୀ ଅନୁଦାନରୁ ଶିକ୍ଷକ ବସେଇଛନ୍ତି ୮୦ ଟଙ୍କା ର ଭାଗ । ଯାହାର ଗୁମର ଖୋଲଛି ବଡ଼ ଖବର ହାତରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ