Masthead

ପିସି ଦିଅ, ବିଲ୍ ପାସ ହେବ

ପଦ୍ମପୁର (ବଡ଼ ଖବର ବ୍ୟୁରୋ): ପିସି ନ ଦେଲେ ବିଲ୍ ଫାଇଲ ପଡ଼ିରହୁଛି । ବିଲ ପାସ କରିବାକୁ ଭୁଲି ଯାଉଛନ୍ତି ପଞ୍ଚାୟତ ସମିତି କର୍ମଚାଚରୀ । ପାଇକମାଳ ବ୍ଲକରୁ ଆସିଛି ଏଭଳି ସଙ୍ଗିନ ଅଭିଯୋଗ । ପଦ୍ମପୁର ଉପଖଣ୍ତ ପାଇକମାଳ ବିଡିଓ ଓ ଅନ୍ୟ କର୍ମଚାରୀମାନେ ସରପଞ୍ଚମାନଙ୍କୁ ପିସି ମାଗୁଥିବା ଅଭିଯୋଗ ହେଉଛି ।

ଉନ୍ନୟନ କାର୍ଯ୍ୟର ବିଲ ପାସ କରିବା ଲାଗି ବିଡିଓ ୨%, ଇନଚାର୍ଜ ଜିପିଇଓ ୧% ମାଗୁଥିବା ଲିଖିତ ଅଭିଯୋଗ କରିଛନ୍ତି ବିଭିନ୍ନ ପଞ୍ଚାୟତର ସରପଞ୍ଚ। ବୁଧବାର ବରଗଡ଼ ଉପଜିଲ୍ଲାପାଳଙ୍କୁ ଏ ନେଇ ଅଭିଯୋଗ କରିଛି ସରପଞ୍ଚ ସଂଘ । ବରଗଡ଼ ଜିଲ୍ଲାପାଳ ଓ ପଦ୍ମପୁର ବିଧାୟକଙ୍କୁ ମଧ୍ୟ ଅଭିଯୋଗପତ୍ରର ନକଲ ପଠାଇଛନ୍ତି । ବିଡିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛି ସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ