Masthead

ପିସି ଦିଅ, ବିଲ୍ ପାସ ହେବ

ପଦ୍ମପୁର (ବଡ଼ ଖବର ବ୍ୟୁରୋ): ପିସି ନ ଦେଲେ ବିଲ୍ ଫାଇଲ ପଡ଼ିରହୁଛି । ବିଲ ପାସ କରିବାକୁ ଭୁଲି ଯାଉଛନ୍ତି ପଞ୍ଚାୟତ ସମିତି କର୍ମଚାଚରୀ । ପାଇକମାଳ ବ୍ଲକରୁ ଆସିଛି ଏଭଳି ସଙ୍ଗିନ ଅଭିଯୋଗ । ପଦ୍ମପୁର ଉପଖଣ୍ତ ପାଇକମାଳ ବିଡିଓ ଓ ଅନ୍ୟ କର୍ମଚାରୀମାନେ ସରପଞ୍ଚମାନଙ୍କୁ ପିସି ମାଗୁଥିବା ଅଭିଯୋଗ ହେଉଛି ।

ଉନ୍ନୟନ କାର୍ଯ୍ୟର ବିଲ ପାସ କରିବା ଲାଗି ବିଡିଓ ୨%, ଇନଚାର୍ଜ ଜିପିଇଓ ୧% ମାଗୁଥିବା ଲିଖିତ ଅଭିଯୋଗ କରିଛନ୍ତି ବିଭିନ୍ନ ପଞ୍ଚାୟତର ସରପଞ୍ଚ। ବୁଧବାର ବରଗଡ଼ ଉପଜିଲ୍ଲାପାଳଙ୍କୁ ଏ ନେଇ ଅଭିଯୋଗ କରିଛି ସରପଞ୍ଚ ସଂଘ । ବରଗଡ଼ ଜିଲ୍ଲାପାଳ ଓ ପଦ୍ମପୁର ବିଧାୟକଙ୍କୁ ମଧ୍ୟ ଅଭିଯୋଗପତ୍ରର ନକଲ ପଠାଇଛନ୍ତି । ବିଡିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛି ସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ