Masthead

ଜିତିବା କ୍ଷମତା ଦେଖି ଟିକେଟ ଦିଆଯିବ: ଶରତ ପଟ୍ଟନାୟକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହୋଇଛି ତେଲେଙ୍ଗାନାରେ ରେଭନ୍ତ ରେଡ୍ଡି ସରକାର । ଏହକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ସେ କହିଛନ୍ତି ତେଲେଙ୍ଗାନା ପରି ଓଡ଼ିଶାରେ ମଧ୍ୟ କଂଗ୍ରେସ ୩ ନଂ ରୁ ୧ ନଂ ହେବ । ଓଡ଼ିଶା ପରି ତେଲେଙ୍ଗାନାରେ ମଧ୍ୟ ସମାନ ସ୍ଥିତି ଥିଲା । ତେଲେଙ୍ଗାନାରେ କଂଗ୍ରେସ ୧ ନଂ ହେଲା ଓଡ଼ିଶାରେ ବି ହେବ। ସେ ଆହୁରି ମଧ୍ୟ କହିଛନ୍ତି ଓଡ଼ିଶାର ରେଭନ୍ତ ରେଡ୍ଡୀ ମୁଁ ହେବିକି ନାହିଁ ପରେ ଜଣା ପଡ଼ିବ । ହେଲେ ଓଡ଼ିଶାରେ କଂଗ୍ରେସର ୯ରୁ ୯୦ ମିଶନ ସଫଳ ହେବ। ରାଜ୍ୟ ସରକାରଙ୍କ ବିରୋଧରେ ଅନେକ କାର୍ୟ୍ୟକ୍ରମ ହାତକୁ ନେଇଛି। ଘରେ ଘରେ କଂଗ୍ରେସ ଘରେ ଘରେ ହାତ କାର୍ୟ୍ୟକ୍ରମରେ ସରକାର ବିରୋଧରେ ଲୋକଙ୍କୁ ସଚେତନ କରାଯାଉଛି। ତେଲେଙ୍ଗାନାରେ ସରକାର ହୋଇଥିବାରୁ ଓଡ଼ିଶାର ପଡୋଶୀ ଜିଲ୍ଲାରେ ଏହାର ପ୍ରଭାବ ରହିବ । ୨୪ରେ ଯୁବକଙ୍କୁ ପ୍ରାଧାନ୍ୟ ଦିଆଯିବ। କିନ୍ତୁ ଜିତିବା କ୍ଷମତା ଦେଖିକି ଟିକେଟ ଦିଆଯିବ କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା