Masthead

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା, ଦଳ ଛାଡିଲେ ପିସିସି ଉପସଭାପତି

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା । ଦଳ ଛାଡିଲେ ପିସିସି ଉପସଭାପତି ରଜତ ଚୌଧୁରୀ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ରଜତ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ସେ ନିଜ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ୨୦୧୪ରୁ ୨୦୧୬ ମସିହା ପର୍ଯ୍ୟନ୍ତ ଯୁବ କଂଗ୍ରେସ ସଭାପତି ଥିଲେ ରଜତ ଚୌଧୁରୀ । ପରେ ତାଙ୍କୁ ପିସିସି ସାଧାରଣ ସଂପାଦକ ପଦ ମିଳିଥିଲା କଂଗ୍ରେସ ଛାଡ଼ିବା ପରେ ରଜତ ଚୌଧୁରୀ ବିଜେପିରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ