Masthead

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା, ଦଳ ଛାଡିଲେ ପିସିସି ଉପସଭାପତି

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା । ଦଳ ଛାଡିଲେ ପିସିସି ଉପସଭାପତି ରଜତ ଚୌଧୁରୀ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ରଜତ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ସେ ନିଜ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ୨୦୧୪ରୁ ୨୦୧୬ ମସିହା ପର୍ଯ୍ୟନ୍ତ ଯୁବ କଂଗ୍ରେସ ସଭାପତି ଥିଲେ ରଜତ ଚୌଧୁରୀ । ପରେ ତାଙ୍କୁ ପିସିସି ସାଧାରଣ ସଂପାଦକ ପଦ ମିଳିଥିଲା କଂଗ୍ରେସ ଛାଡ଼ିବା ପରେ ରଜତ ଚୌଧୁରୀ ବିଜେପିରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ