Masthead

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଘରେ ବସି ପାଇବେ ଚାଉଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ସପ୍ତଦଶ ବିଧାନସଭା ଅଧିବେଶନର  ଅଷ୍ଟମଦିନରେ ସ୍ୱାଭିବକ ରହିଛି ବିଧାନସଭା ପ୍ରଶ୍ନକାଳ । ଏହି କ୍ରମରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ ଉତ୍ତର ରେ କହିଛନ୍ତି, ଯେଉଁମାନେ ପିଏଏସ୍ ଚାଉଳ ନେବାକୁ ପଞ୍ଚାୟତ ଅଫିସ ଆସିପାରୁନାହାନ୍ତି ସେମାନଙ୍କ ଘରେ ଚାଉଳ ପହଞ୍ଚାଇବାକୁ ବ୍ୟବସ୍ଥା କରୁଛନ୍ତି ରାଜ୍ୟ ସରକାର । ସେହିଭଳି ଯେଉଁମାନଙ୍କ ବୟସାଧିକ୍ୟ କାରଣରୁ ଟିପ ଚି଼ହ୍ନ ଦେଇପାରୁନାହାଁନ୍ତି ସେମାନଙ୍କ ପାଇଁ ସ୍ୱତନ୍ତ୍ର ଆପ୍ ଆଣିବେ ସରକାର ।

ସେମାନଙ୍କ ପାଖକୁ ଯାଇ ସେମାନଙ୍କଠାରୁ ବାୟୋମେଟ୍ରିକ୍ସ ଗ୍ରହଣ କରାଯିବାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏହାପରେ ତତ୍କାଳୀନ ବିଜେଡି ସରକାରଙ୍କ ବିରୁଦ୍ଧରେ ବିଧାନସଭାରେ ସାଙ୍ଘାତିକ ଅଭିଯୋଗ ଆଣିଲେ ମନ୍ତ୍ରୀ । କହିଲେ, ବିଜେଡି ସରକାରଙ୍କ ଅମଳରେ ଧନୀ ଲୋକ ନେତାଙ୍କୁ ହାତ କରି ନିଜ ନିଜ ପାଇଁ ରାସନ କାର୍ଡ କରିନେଇଛନ୍ତି । ଏବେ ଏହା ବିରୋଧରେ ପଦକ୍ଷେପ ନିଆଯିବ । ଉଚିତ ହିତାଧିକାରୀଙ୍କୁ ରାସନକାର୍ଡ ଦିଆଯିବା ସହ ଧନୀକ ଲୋକଙ୍କ ରାସନକାର୍ଡ କାଟ୍ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ