Masthead

ବିଜ୍ଞାନ ଶିକ୍ଷକ ନିଯୁକ୍ତି ଦାବିରେ ଶାନ୍ତିପୂର୍ଣ୍ଣ ଧାରଣା

ନର୍ଲା(ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ନର୍ଲାସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଉପରପଡା ଠାରେ ଶିକ୍ଷା କମିଟି ଓ ଅଭିଭାଵକ ମିଶି ବିଜ୍ଞାନ ଶିକ୍ଷକ ନିଯୁକ୍ତି ଦାବିକୁ ନେଇ ଶାନ୍ତିପୂର୍ଣ୍ଣ ଭାବେ ସ୍କୁଲ ଅଗରେ ଧାରଣାରେ ବସିଛନ୍ତି । ଉକ୍ତ ସ୍କୁଲରେ ପ୍ରଥମରୁ ଅଷ୍ଟମ ଆଠଟି ଶ୍ରେଣୀରେ ୨୬୬ ଜଣ ଛାତ୍ରଛାତ୍ରୀ ପଢୁଥିବାବେଳେ ମାତ୍ର ୩ଟି ଶିକ୍ଷକ ଶିକ୍ଷା ଦାନ କରୁଛନ୍ତି ।

ଉକ୍ତ ସ୍କୁଲରେ ଗୋଟିଏ ହେଲେ ବିଜ୍ଞାନ ଶିକ୍ଷକ ନଥିବାରୁ ଛାତ୍ରଛାତ୍ରୀ ବିଜ୍ଞାନ ପାଠପଢ଼ାରୁ ବଂଚିତ ହେଉଥିବାରୁ ଅଭିଭାବକ ଏବଂ ସ୍କୁଲ କମିଟି ମିଶି ଶାନ୍ତିପୂର୍ଣ୍ଣ ଭାବରେ ଧାରଣାରେ ବସିଛନ୍ତି । ଯଦି ଆଜି ତାଙ୍କର ଦାବି ପୁରଣ ନ ହୁଏ ତାହେଲେ ଆସନ୍ତା କାଲି ସ୍କୁଲରେ ତାଲା ପକାଇବେ ବୋଲି ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ