Masthead

ପେଗାସସ ବିବାଦ: ଆସନ୍ତା ୧୬ରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆସନ୍ତା ୧୬ତାରିଖରେ ହେବ ପେଗାସସ ମାମଲାର ପରବର୍ତ୍ତୀ ଶୁଣାଣି । ଆସନ୍ତା ସୋମବାର ପାଇଁ ଶୁଣାଣି ଧାର୍ଯ୍ୟ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ସମସ୍ତ ପିଟିସନ କପି ସଲିସିଟର ଜେନେରାଲ ଗ୍ରହଣ କରିଥିବା ନେଇ ସୁପ୍ରିମକୋର୍ଟଙ୍କୁ ଅବଗତ କରିଛନ୍ତି । ଏନେଇ କେନ୍ଦ୍ର ଅନୁମତିକୁ ଅପେକ୍ଷା ରହିଥିବା ଜଣାଇଛନ୍ତି ସଲିସିଟର ଜେନେରାଲ ।

ତେବେ ଏହି ମାମଲାକୁ ନେଇ ବାହାରେ ଚର୍ଚ୍ଚା ଅନାବଶ୍ୟକ ବୋଲି ମତ ଦେଇଛନ୍ତି ପ୍ରଧାନ ବିଚାରପତି । ମାମଲାର ଶୁଣାଣି ପାଇଁ ଅଧିକ ସମୟ ମାଗିଛନ୍ତି ପ୍ରଧାନ ବିଚାରପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା