Masthead

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପେମା ଖାଣ୍ଡୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଥରେ ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ପେମା ଖାଣ୍ଡୁ । ଇଟାନଗରରେ ଅନୁଷ୍ଠିତ ବିଜେପି ବିଧାୟକ ଦଳର ବୈଠକରେ ବୁଧବାର ବିଧାୟକ ଦଳର ନେତା ନିର୍ବାଚିତ ହୋଇଛନ୍ତି ସେ । ବୈଠକରେ ବିଜେପିର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରବିଶଙ୍କର ପ୍ରସାଦ ଓ ତରୁଣ ଚୁଗ୍ ଉପସ୍ଥିତ ଥିଲେ । ପରବର୍ତ୍ତୀ ସମୟରେ ରାଜ୍ୟପାଳ କେଟି ପରନାଏକଙ୍କୁ ଭେଟି ଖାଣ୍ଡୁ ସରକାର ଗଠନ ଲାଗି ଦାବି କରିଥିଲେ ।

ରାଜ୍ୟପାଳ ତାଙ୍କୁ ସରକାର ଗଠନ ଲାଗି ନିମନ୍ତ୍ରଣ କରିଛନ୍ତି । ଗୁରୁବାର ସେ ନିଜର କ୍ୟାବିନେଟ୍ ସହଯୋଗୀଙ୍କ ସହିତ ଶପଥଗ୍ରହଣ କରିବେ । ରାଜଭବନର ଦରବାର ହଲରେ ପୂର୍ବାହ୍ନ ୧୧ରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ସମାରୋହରେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ଦଳର ରାଷ୍ଟ୍ରୀୟ ମହାସଚିବ ବିଏଲ୍ ସନ୍ତୋଷ ପ୍ରମୁଖ ସାମିଲ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା